ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟାରେ ୨୦,୦୩୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧,୦୨,୮୬,୭୦୯କୁ ବୃଦ୍ଧି ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ୨୫୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ଆକ୍ଟିଭ କେସ୍ ୨,୫୪,୨୫୪ ରହିଥିବାବେଳେ ସୁସ୍ଥ ସଂଖ୍ୟା ୯୮,୮୩,୪୬୧ ରହିଛି । ଯାହା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ