ଦେଶରେ ୨୦ ହଜାର ୩୪୬ କୋରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ଦେଶରେ ଦିନକରେ ୨୦ ହଜାର ୩୪୬ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୯୫ ହଜାର ୨୭୮କୁ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ କୋରୋନା ନେଲା ଆଉ ୨୨୨ ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୩୩୬କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍ ସଂଖ୍ୟା – ୨,୨୮,୦୮୩, ସୁସ୍ଥ ସଂଖ୍ୟା -୧୦୦,୧୬,୮୫୯ ଯାହା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.