ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟାରେ ୨୧,୮୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୮ ହଜାର ୭୩୮କୁ ବୃଦ୍ଧି ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ୨୯୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ଆକ୍ଟିଭ କେସ୍ ୨,୫୭,୬୫୬ ରହିଥିବାବେଳେ ସୁସ୍ଥ ସଂଖ୍ୟା ୯୮,୬୦,୨୮୦ ରହିଛି । ଯାହା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି