You are currently viewing ଦେଶରେ ୨୪ ଘଣ୍ଟାରେ ୨୬,୫୭୨ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ୨୪ ଘଣ୍ଟାରେ ୨୬,୫୭୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟାରେ ୨୬,୫୭୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ , ପଜିଟିଭଙ୍କ ସଂଖ୍ୟା୧,୦୨,୪୪,୮୫୩କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ୨୮୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦେଶରେ କରୋନା ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୮ ହଜାର ୪୩୯କୁ ବୃଦ୍ଧି ପାଇଛି । ମୋଟ ଆକ୍ଟିଭ କେସ୍ ୨,୬୨,୨୭୨ ରହିଥିବାବେଳେ ସୁସ୍ଥ ସଂଖ୍ୟା ୯୮,୩୪,୧୪୧ରହିଛି । ଯାହା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।