You are currently viewing ଦେଶରେ ଦିନକରେ ୩.୨୩ ଲକ୍ଷ  କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଦିନକରେ ୩.୨୩ ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ-୨୭,୦୪,୨୦୧୧, ଦେଶରେ ଦିନକରେ ୩ ଲକ୍ଷ ୨୩ ହଜାର ୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୭୬ ଲକ୍ଷ ୩୬ ହଜାର ୩୦୭କୁ ବୃଦ୍ଧି ପାଇଛି । ଦେଶରେ ଦିନକରେ କରୋନା ନେଲା ୨୭୭୧ ଜୀବନ | କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯୭ ହଜାର ୮୯୪କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୨୮,୮୨,୨୦୪, ସୁସ୍ଥ- ୧,୪୫,୫୬,୨୦୯ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।