ଦେଶରେ ଦିନକରେ 3.83 ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ-05.05.2021, ଦେଶରେ ଦିନକରେ 3 ଲକ୍ଷ 82 ହଜାର 315 ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା 2 କୋଟି 06 ଲକ୍ଷ 65 ହଜାର 148 କୁ ବୃଦ୍ଧି ପାଇଛି । ଦେଶରେ 24 ଘଣ୍ଟାରେ କୋରୋନା ନେଲା 3780 ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା 2 ଲକ୍ଷ 26 ହଜାର 188କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- 34,87,229, ସୁସ୍ଥ ସଂଖ୍ୟା 1,69,51,731, ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.