ନୂଆଦିଲ୍ଲୀ, ଜାନୁଆରୀ ୧୬ରୁ ଦେଶରେ କରୋନାକୁ ହରାଇବା ପାଇଁ ଟିକାକରଣ ଆରମ୍ଭ ହୋଇଛି। ସମଗ୍ର ଦେଶରେ କରୋନା ଟିକାକରଣ ବେଶ ସଫଳତାର ସହ ଆଗେଇ ଚାଲିଛି । ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟକର୍ମୀ ଓ ଦ୍ୱିତୀୟ ପର୍ୟ୍ୟାୟରେ ସମ୍ମୁଖ ଯୋଦ୍ଧାଙ୍କ ଟିକାକରଣ କରାଯାଉଛି । ତେବେ ଆସନ୍ତା ମାର୍ଚ୍ଚ ମାସରୁ ତୃତୀୟ ପର୍ଯ୍ୟାୟ ଟିକାକରଣ ହେବ । ଏହି ପର୍ଯ୍ୟାୟରେ ୫୦ ବର୍ଷରୁ ଅଧିକ ବୟସ୍କ ଲୋକ ଓ ବହୁବିଧ ରୋଗରେ ପୀଡ଼ିତ ଥିବା ବ୍ୟକ୍ତିମାନଙ୍କୁ କରୋନା ଟିକା ଦିଆଯିବ ତୃତୀୟ ପର୍ଯ୍ୟାୟରେ ପ୍ରାୟ ୨୭ କୋଟି ଲୋକଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ