You are currently viewing ଦେଶରେ ଦିନକରେ 4.14 ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ,3915 ମୃତ

ଦେଶରେ ଦିନକରେ 4.14 ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ,3915 ମୃତ

ନୂଆଦିଲ୍ଲୀ-07.05.2021, ଦେଶରେ ଦିନକରେ 4 ଲକ୍ଷ 14 ହଜାର 188 ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା 2 କୋଟି 14 ଲକ୍ଷ 91 ହଜାର 598 କୁ ବୃଦ୍ଧି ପାଇଛି । ଦେଶରେ 24 ଘଣ୍ଟାରେ କୋରୋନା ନେଲା 3915 ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା 2 ଲକ୍ଷ 34 ହଜାର 083 କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- 36,45,164 , ସୁସ୍ଥ ସଂଖ୍ୟା 1,76,12,351 ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।