ନୂଆଦିଲ୍ଲୀ, ଅରୁଣାଚଳ ପ୍ରଦେଶର ସୁୱାନାସିରିରେ ବାଟ ଭୁଲି ଚୀନ ସୀମାକୁ ଚାଲିଯାଇଥିବା ୫ ଭାରତୀୟ ନିଜ ଦେଶକୁ ଫେରିଆସିଛନ୍ତି । ଚୀନର ସୈନିକମାନେ ଏହି ୫ ଜଣ ସାଧାରଣ ନାଗରିକଙ୍କୁ ଅରୁଣାଚଳ ପ୍ରଦେଶର କିବିତୁରେ ଭାରତୀୟ ସୈନିକଙ୍କୁ ଫେରାଇଛନ୍ତି । ସେମାନଙ୍କୁ ଉଦ୍ଧାର କରିବା ପାଇଁ ଅରୁଣାଚଳ ପ୍ରଦେଶର ଜଣେ ବିଧାୟକ କେନ୍ଦ୍ର ସରକାରଙ୍କୁ ନିବେଦନ କରିଥିଲେ । ଖବର ମିଳିବା ପରେ ସେନା ପକ୍ଷରୁ ସେମାନଙ୍କୁ ଫେରାଇ ଆଣିବାକୁ ଉଦ୍ୟମ ହୋଇଥିଲା । ତେବେ କରୋନା ଗାଇଡଲାଇନ୍ ମୁତାବକ ସେମାନଙ୍କୁ ୧୪ ଦିନ ପର୍ଯ୍ୟନ୍ତ କ୍ୱାରେଣ୍ଟାଇନରେ ରଖାଯିବ ।ଏହା ପରେ ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯିବ ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ