୨୪ ଘଣ୍ଟାରେ ୫୬,୨୧୧ କୋରୋନା ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ଦେଶରେ ୨୪ ଘଣ୍ଟାରେ ୫୬ ହଜାର ୨୧୧ କୋରୋନା ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା୧ କୋଟି ୨୦ ଲକ୍ଷ ୯୫ ହଜାର ୮୫୫କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୨୭୧ ଜୀବନ । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୨ ହଜାର ୧୧୪କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୫,୪୦,୭୨୦ , ସୁସ୍ଥ- ୧,୧୩,୯୩,୦୨୧ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.