ତେଲେଙ୍ଗାନା (୧୭.୩.୨୩) : ତେଲେଙ୍ଗାନା ସିକନ୍ଦରାବାଦରେ ଭୟଙ୍କର ଅଗ୍ନିକାଣ୍ଡ । ସ୍ୱପ୍ନାଲୋକ୍ କମ୍ପେ୍ଲକ୍ସର ୩ମହଲା ବିଲ୍ଡିରେ ନିଆଁ ଲାଗିଛି । ଭୟଙ୍କର ଅଗ୍ନିକାଣ୍ଡରେ ୬ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ୪ଜଣ ଝିଅ ଓ ୨ଜଣ ପୁଅ ଥିବା ସୂଚନା ମିଳିଛି । ୬ଜଣଙ୍କୁ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି । ମୃତ ବ୍ୟକ୍ତିମାନେ ହେଉଛନ୍ତି ତେଲେଙ୍ଗାନା ଅନ୍ତର୍ଗତ ୱାରାଙ୍ଗାଲ୍ ଓ ଖମ୍ମାମ୍ ଜିଲ୍ଲାବାସୀ।
ରାଜ୍ୟବାସୀଙ୍କ ପାଇଁ ଉତ୍କଳ ଦିବସ ଭେଟିନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚ