ନୂଆଦିଲ୍ଲୀ, ଭାରତରେ SARS-CoV-2ର ନୂତନ ୟୁକେ ଭାରିଆଣ୍ଟ ପାଇଁ ୭୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ନୂଆ ଷ୍ଟ୍ରେନ ସଂଖ୍ୟା । ଏନେଇ ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଆଜି ଦିନକରେ ଦେଶରେ ୧୮ ହଜାର ୦୮୮ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୩ ଲକ୍ଷ ୭୪ ହଜାର ୯୩୨କୁ ବୃଦ୍ଧି ପାଇଛି । ତେବେ କରୋନା ଠାରୁ ୟୁକେ ଭାରିଆଣ୍ଟ ୭୦ ପ୍ରତିଶତ ଅଧିକ ସଂକ୍ରାମକ ବୋଲି କୁହାଯାଇଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ