ନୂଆଦିଲ୍ଲୀ, ଦେଶରେ ୨୪ ଘଣ୍ଟାରେ ୧୫ ହଜାର ୩୮୮ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୧୨ ଲକ୍ଷ ୪୪ ହଜାର ୭୮୬ କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୭୭ ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୯୩୦କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୧,୮୭,୪୬୨,ସୁସ୍ଥ ସଂଖ୍ୟା ୧,୦୮,୯୯, ୩୯୪ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ