You are currently viewing ପୁଣି ହସ୍ପିଟାଲରେ ଭର୍ତ୍ତି ହେଲେ ଗାଙ୍ଗୁଲୀ

ପୁଣି ହସ୍ପିଟାଲରେ ଭର୍ତ୍ତି ହେଲେ ଗାଙ୍ଗୁଲୀ

କୋଲକାତା, ପୁଣି ଛାତିରେ ଯନ୍ତ୍ରଣା ଯୋଗୁଁ ହସ୍ପିଟାଲରେ ଭର୍ତ୍ତି ହେଲେ ବିବିସିଆଇ ଅଧ୍ୟକ୍ଷ କ୍ରିକେଟର ସୌରଭ ଗାଙ୍ଗୁଲୀ । ଜାନୁୟାରୀ ୨ରେ ଛାତିରେ ଯନ୍ତ୍ରଣା ଯୋଗୁଁ ତାଙ୍କୁ ଉଡ୍‌ଲାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତା ପରେ ସେ ସୁସ୍ଥ ଥିଲେ କିନ୍ତୁ ଆଜି ସକାଳେ ତାଙ୍କ ଛାତିରେ ଯନ୍ତ୍ରଣା ହେବା ଯୋଗୁଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା କଥା ପରିବାର ପକ୍ଷରୁ କୁହାଯାଇଛି । 

ଅନ୍ୟମାନଙ୍କୁ ଜଣାନ୍ତୁ।