ନୂଆଦିଲ୍ଲୀ, ଦିନକୁ ଦିନ ଦିଲ୍ଲୀରେ ବାୟୁ ପ୍ରଦୂଷଣରୁ ମାତ୍ରା ବଢ଼ିବାରେ ଲାଗିଛି । ଏହାଦ୍ୱାରା ସମସ୍ତ ଦିଲ୍ଲୀବାସୀ ପ୍ରଭାବିତ ହେଉଛନ୍ତି । ଏସବୁକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ନିଷ୍ପତ୍ତି ନେଇଛନ୍ତି । ଦିଲ୍ଲୀ ଏନ୍ସିଆରରେ ବାୟୁ ପ୍ରଦୂଷଣ କଲେ ପ୍ରଦୂଷଣକାରୀଙ୍କୁ କୋଟିଏ ଟଙ୍କା ଜରିମାନା ଓ ୫ବର୍ଷ ଜେଲ୍ ଦଣ୍ଡାଦେଶ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସରକାର । ଏନେଇ ସରକାରଙ୍କ ପକ୍ଷରୁ ପରିବେଶ ପ୍ରଦୂଷଣ ନିବାରଣ ଓ ନିୟନ୍ତ୍ରଣ କର୍ତ୍ତୁପକ୍ଷ ଗଠନ କରାଯାଇଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ