ଜାମ୍ମୁ କାଶ୍ମୀର (29.4.23):ଜାମ୍ମୁ-କାଶ୍ମୀର ରାଜୋରୀ ଠାରେ ସେନାର ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ରାସ୍ତାକଡକୁ ଖସିପଡିବାରୁ ୨ଜଣ ଯବାନଙ୍କର ମୃତ୍ୟୁ ହୋଇଛି । ଏହାସହ ୩ଜଣ ଯବାନ ଗୁରୁତର ହୋଇଥିବା କଥା ସୂଚନା ମିଳିଛି । ସୂଚନା ପାଇବା ପରେ ଦମକଳବାହିନୀ ପହଂଚି ମୃତ ଓ ଆହତ ଯବାନଙ୍କୁ ଖାଲ ଭିତରୁ ବାହାର କରିଛନ୍ତି । ଏହାସହ ଗୁରୁତର ହୋଇଥିବା ୩ଜଣ ଯବାନଙ୍କୁ ମେଡିକାଲ ପଠାଇଛନ୍ତି ।ଏହି ଦୁର୍ଘଟଣା ଏଲଓସି ନିକଟରେ ଥିବା ଫେରି ସେକ୍ଟର ଠାରେ ଘଟିଛି । ଦୁର୍ଘଟଣାରେ ଜୀବନ ହରାଇଥିବା ଦୁଇଜଣ ଯବାନଙ୍କ ପରିଚୟ ମିଳିଛି । ସେମାନେ ହେଲେ ବିହାରର ସୁଧିର କୁମାର ଓ ରାଜୋରୀର ପରମବୀର ଶର୍ମା ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ