ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆସାମ ଗସ୍ତ କରିଥିଲେ । ସେଠାରେ ସେ ଭୂମିହୀନଙ୍କୁ ଭମିପଟ୍ଟା ବଣ୍ଟନ କରିଛନ୍ତି । ପ୍ରାୟ ୧ଲକ୍ଷ ୬ହଜାର ହିତାଧିକାରୀ ଏଥିରେ ଉପକୃତ ହୋଇଛନ୍ତି । ସେଠାରେ ଏକ ଜନସମାବେଶରେ ମୋଦି ନିଜର ଅଭିଭାଷଣ ଦେଇଥିଲେ । ସେ କହିଥିଲେ, ପୃଥିବୀ ହେଉଛି ଆମର ମା’ା ଭାଜପା ସରକାର ପୂର୍ବରୁ ୨ଲକ୍ଷ ହିତାଧିକାରୀଙ୍କୁ ଜମିପଟ୍ଟା ଦେଇଥିଲା । ପୁଣିଥିରେ ସେଥିରେ ଆଉ ୧ଲକ୍ଷ ପରିବାର ଯୋଡ଼ି ହୋଇଯାଇଛନ୍ତି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST