You are currently viewing ବଢ଼ୁଛି କରୋନା ସଂକ୍ରମଣ

ବଢ଼ୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ ୨୯/୦୩, ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ । ଦେଶରେ ୨୪ ଘଣ୍ଟା ଭିତରେ ୨ହଜାର ୧୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୧ହଜାର ୨୨୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ୯୦୩ରେ ପହଞ୍ଚିଛି । ସଂକ୍ରମଣ ବଢ଼ୁଥିବାରୁ ସତର୍କତା ରହିବାକୁ ପରାମର୍ଶ ଦେଇଛନ୍ତି ବିଶେଷଜ୍ଞ । ଟେଷ୍ଟିଂ, ଟ୍ରାକିଂ ଏବଂ ଟ୍ରିଟମେଣ୍ଟ ଉପରେ ଗୁରୁତ୍ୱ ଦେବାକୁ କହିଛନ୍ତି ଡାକ୍ତର ।

ଅନ୍ୟମାନଙ୍କୁ ଜଣାନ୍ତୁ।