You are currently viewing ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଅସୁସ୍ଥ

ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଅସୁସ୍ଥ

ନୂଆଦିଲ୍ଲୀ, ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଅସୁସ୍ଥ । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ସୌରଭଙ୍କୁ କୋଲକାତା ଉଡଲ୍ୟାଣ୍ଡସ ନାମକ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।