You are currently viewing ଘରେ ପଶି ସାମ୍ବାଦିକଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

ଘରେ ପଶି ସାମ୍ବାଦିକଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

ଏଏନଏସ୍: ବିହାର ଅରରିୟା ଅଞ୍ଚଳରେ ଜଣେ ସାମ୍ବାଦିକଙ୍କୁ ଗୁଳି କରି ହତ୍ୟା। ସାମ୍ବାଦିକ ଜଣକ ହେଉଛନ୍ତି ବିମଲ କୁମାର। ସୂଚନା ଅନୁଯାୟୀ ଆଜି ସକାଳ ପାଖାପାଖି ୮ଟା ସମୟରେ ୪ଜଣ ଦୁର୍ବୃତ୍ତ ତାଙ୍କ ଘରେ ପଶି ବିମଲଙ୍କ ଗୁଳିକରି ହତ୍ୟା କରିଛନ୍ତି। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମାମଲାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ହଇଚଇ ସୃଷ୍ଟି ହୋଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।