ଦ୍ୱିତୀୟଥର ପାଇଁ କରୋନା ସଂକ୍ରମିତ ହେଲେ ବ୍ରାଜିଲ ରାଷ୍ଟ୍ରପତି

ବ୍ରାଜିଲ ରାଷ୍ଟ୍ରପତି ଜାଇର୍ ବଲ୍‌ସୋନାରୋ ପୁଣି ଥରେ କରୋନାଭାଇରସ୍ ପଜିଟିଭ୍ ହୋଇଥିବା କଥା ପରୀକ୍ଷାରୁ ଜଣାପଡ଼ିଛି ବୋଲି ବୁଧବାର ଦିନ ସେ ବ୍ରାସିଲିଆରେ ସାମ୍ବାଦିକମାନଙ୍କୁ କହିଛନ୍ତି। ଗତ ସପ୍ତାହରେ ମଧ୍ୟ ତାଙ୍କ ପରୀକ୍ଷା ‌ରିପୋର୍ଟ ପଜିଟିଭ୍ ଆସିଥିଲା। ତେଣୁ, ସେ ସଂକ୍ରମଣରୁ ଆରୋଗ୍ୟ ହୋଇ ନ ଥିବା କଥା କହିଛନ୍ତି।

Leave A Reply

Your email address will not be published.