ନୂଆଦିଲ୍ଲୀ, କେନ୍ଦ୍ରୀୟ ଗ୍ରାମୀଣ ବିକାଶ ରାଷ୍ଟ୍ରମନ୍ତ୍ରୀ ବା ଫତେହପୁର ଏମ୍ପି ସାଧ୍ୱୀ ନିରଞ୍ଜନ ଜ୍ୟୋତିଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । ନିଶ୍ୱାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଏଲ୍ଅଲ୍ଆର୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଦୁଇ ଫୁସଫୁସ୍ରେ ସଂକ୍ରମଣ ହୋଇଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ