ନୂଆଦିଲ୍ଲୀ (16.10.22): ପରଲୋକରେ ଛତିଶଗଡ଼ ବିଧାନସଭାର ଉପବାଚସ୍ପତି ତଥା ବରିଷ୍ଠ କଂଗ୍ରେସ ବିଧାୟକ ମନୋଜ ସିଂହ ମଣ୍ଡାୱି। ଆଜି ସକାଳୁ ହୃଦ୍ଘାତ ଯୋଗୁ ତାଙ୍କ ଦେହାନ୍ତ ହୋଇଛି। ଏନେଇ ଦଳୀୟ ନେତାମାନେ ସୂଚନା ଦେଇଛନ୍ତି।ଆଜି ସକାଳେ ହୃଦ୍ଘାତ ହେବା ପରେ ୫୮ ବର୍ଷିୟ ମଣ୍ଡାୱିଙ୍କୁ ଚାରାମା ଗାଁରୁ ଧମତରୀ ସହରରେ ଥିବା ହସ୍ପିଟାଲକୁ ନିଆଯାଇଥିଲା, ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ରାଜ୍ୟ କଂଗ୍ରେସ ‘କମ୍ୟୁନିକେସନ୍ ଉଇଙ୍ଗ୍’ର ମୁଖ୍ୟ ସୁଶୀଳ ଆନନ୍ଦ ଶୁକ୍ଳା କହିଛନ୍ତି।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା