ନୂଆଦିଲ୍ଲୀ, ଆସନ୍ତା ୧୬ ତାରିଖରେ କୋ-ୱିନ ଆପ୍ର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡ଼ିଓ କନଫରେନ୍ସିଂ ଜରିଆରେ ମୋଦି ଏହି କାର୍ଯ୍ୟକ୍ରମରେ ଯୋଗ ଦେବାର ବ୍ୟବସ୍ଥା ରହିଛି । କୋ-ୱିନ ଆପରେ ଟିକାକରଣ ନିମନ୍ତେ ପଞ୍ଜିକରଣ କରାଯିବ । ଦେଶର ସବୁ ରାଜ୍ୟରେ ପହଞ୍ଚି ସାରିଛି କରୋନା ଟୀକା । ଏନେଇ ସାର୍ବଜନୀକ ପ୍ରତିଷେଧକ ଟିକାକରଣ ୧୬ ତାରିଖରୁ ଆରମ୍ଭ ହେବ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ