ବିଜାପୁର, ଛତିଶଗଡ଼ର ବିଜାପୁରରେ ହୋଇଥିବା ସୁରକ୍ଷା ବାହିନୀ-ନକ୍ସଲ ଏନକାଉଣ୍ଟରରେ ୨୨ ଜଣ ଯବାନ ସହିଦ ହୋଇଥିଲେ । ଏନକାଉଣ୍ଟରରେ ସହିଦ ହୋଇଥିବା ପୋଲିସ ଅଧିକାରୀ ଓ ଯବାନମାନଙ୍କ ପରିବାରକୁ ୮୦ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯିବ । ପରିବାରର ଜଣେ ସଦସ୍ୟଙ୍କୁ ଅନୁକମ୍ପାମୂଳକ ଚାକିରି ମଧ୍ୟ ଦିଆଯିବ । ନିଯୁକ୍ତି ପ୍ରକ୍ରିୟା ତୁରନ୍ତ ସାରିବାକୁ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନାଯୋଗ୍ୟ, ବିଜାପୁର-ସୁକମା ଜିଲ୍ଲାର ସୀମାରେ ଗତ ଶନିବାର ନକ୍ସଲ ଆକ୍ରମଣରେ ୨୨ ଜଣ ଯବାନ ସହିଦ ହୋଇଥିଲେ । ଆକ୍ରମଣରେ ୩୧ ଜଣ ଯବାନ ଗୁରୁତର ହୋଇଥିଲେ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ