You are currently viewing ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ଆଜି ଦେଶ ପାଳୁଛି ୭୨ ତମ ସାଧାରଣତନ୍ତ୍ର ଦିବସ । ଦିଲ୍ଲୀ ରାଜପଥରେ ନିଜର ଦମ୍ ଦେଖାଇବ ରାଫେଲ । କୋଭିଡକୁ ଦୃଷ୍ଟିରେ ରଖି ଦିଲ୍ଲୀ ସମେତ ସାରା ଦେଶରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏହି ଅବସରରେ ଟ୍ୱିଟ୍ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଅନ୍ୟମାନଙ୍କୁ ଜଣାନ୍ତୁ।