You are currently viewing ଦେଶରେ ଦିନକରେ ୩୯,୯୭୨ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଦିନକରେ ୩୯,୯୭୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ-୨୫.୦୭.୨୦୨୧, ଦେଶରେ ଦିନକରେ ୩୯ ହଜାର ୯୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୩,୧୩,୭୧,୯୦୧କୁ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ୫୩୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୪,୨୦,୫୫୧କୁ ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍ ୪,୦୮,୨୧୨, ସୁସ୍ଥ- ୩,୦୫,୪୩,୧୩୮। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପqକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।