You are currently viewing ଦେଶରେ ଦିନକରେ 3.46 ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଦିନକରେ 3.46 ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ-24.04.2021, ଦେଶରେ ଦିନକରେ 3 ଲକ୍ଷ 46 ହଜାର 786 ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା 1 କୋଟି 66 ଲକ୍ଷ 10 ହଜାର 481କୁ ବୃଦ୍ଧି ପାଇଛି । ଦେଶରେ 24 ଘଣ୍ଟାରେ କୋରୋନା ନେଲା 2624 ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା 1 ଲକ୍ଷ 89 ହଜାର 544କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- 25,52,940, ସୁସ୍ଥ ସଂଖ୍ୟା 1,38,67,997। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।