You are currently viewing ଦେଶରେ ଦିନକରେ 4.01 ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ,4187 ମୃତ

ଦେଶରେ ଦିନକରେ 4.01 ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ,4187 ମୃତ

ନୂଆଦିଲ୍ଲୀ-08.05.2021, ଦେଶରେ ଦିନକରେ 4 ଲକ୍ଷ 01 ହଜାର 078 ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା 2 କୋଟି 18 ଲକ୍ଷ 92 ହଜାର 676 କୁ ବୃଦ୍ଧି ପାଇଛି । ଦେଶରେ 24 ଘଣ୍ଟାରେ କୋରୋନା ନେଲା 4,187 ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା 2 ଲକ୍ଷ 38 ହଜାର 270 କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- 37,23,446 , ସୁସ୍ଥ ସଂଖ୍ୟା 1,79,30,960 ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।