ନୂଆଦିଲ୍ଲୀ-୧୭.୦୫.୨୦୨୧, ଦେଶରେ କମିଲା ସଂକ୍ରମଣ । ଦେଶରେ ଦିନକରେ ୨ ଲକ୍ଷ ୮୧ ହଜାର ୩୮୬ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୨କୋଟି ୪୯ଲକ୍ଷ ୬୫ହଜାର ୪୬୩ରେ ବୃଦ୍ଧି । ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୪,୧୦୬ ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୨ଲକ୍ଷ ୭୪ହଜାର ୩୯୦କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୩୫୧୬୯୯୭, ସମୁଦାୟ ସୁସ୍ଥ ସଂଖ୍ୟା ୨କୋଟି ୧୧ଲକ୍ଷ ୭୪ହଜାର ୦୭୬, ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST