You are currently viewing ଦିନକରେ ୬୨,୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଦିନକରେ ୬୨,୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ-୧୮.୦୬.୨୦୨୧, ଦେଶରେ କମୁଛି ସଂକ୍ରମଣ । ଦେଶରେ ଦିନକରେ ୬୨ ହଜାର ୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୨ କୋଟି ୯୭ ଲକ୍ଷ ୬୨ ହଜାର ୭୯୩କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ ୧୫୯୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୮୩ ହଜାର ୪୯୦କୁ ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍ ୭ ଲକ୍ଷ ୯୮ ହଜାର ୬୫୫ , ସୁସ୍ଥ- ୨କୋଟି ୮୫ ଲକ୍ଷ ୮୦ ହଜାର ୬୪୭ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।