You are currently viewing ଦିନକରେ ୫୮,୪୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଦିନକରେ ୫୮,୪୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ-୨୦.୦୬.୨୦୨୧, ଦେଶରେ କମୁଛି ସଂକ୍ରମଣ । ଦେଶରେ ଦିନକରେ ୫୮ ହଜାର ୪୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୨ କୋଟି ୯୮ ଲକ୍ଷ ୮୧ ହଜାର ୯୬୫କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ ୧୫୭୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୮୬ ହଜାର ୭୧୩କୁ ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍ ୭ ଲକ୍ଷ ୨୯ ହଜାର ୨୪୩ , ସୁସ୍ଥ- ୨ କୋଟି ୮୭ ଲକ୍ଷ ୬୬ ହଜାର ୯ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।