You are currently viewing ଦିନକରେ ୪୮,୭୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଦିନକରେ ୪୮,୭୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ-୦୧.୦୭.୨୦୨୧, ଦେଶରେ ଦିନକରେ ୪୮ ହଜାର ୭୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୩ କୋଟି ୪ ଲକ୍ଷ ୧୧ ହଜାର ୬୩୪କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ ୧୦୦୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୯ ହଜାର ୪୫୯କୁ ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍୫ ଲକ୍ଷ ୨୩ ହଜାର ୨୫୭, ସୁସ୍ଥ- ୨ କୋଟି ୯୪ ଲକ୍ଷ ୮୮ ହଜାର ୯୧୮ ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।