You are currently viewing ଦିନକରେ ୩୧,୪୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଦିନକରେ ୩୧,୪୪୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ-୧୩.୦୭.୨୦୨୧, ଦେଶରେ ଦିନକରେ ୩୧ ହଜାର ୪୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୩ କୋଟି ୮ ଲକ୍ଷ ୭୪ ହଜାର ୩୭୬କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ ୨୦୨୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୧୦ ହଜାର ୭୮୪କୁ ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍ ୪ ଲକ୍ଷ ୩୧ ହଜାର ୩୧୫ , ସୁସ୍ଥ- ୩ କୋଟି ୬୩ ହଜାର ୭୨୦ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।