ନୂଆଦିଲ୍ଲୀ, ଦିନକରେ ଲକ୍ଷେ ଟପି ରେକର୍ଡ କଲା କରୋନା | ଦେଶରେ ୨୪ ଘଣ୍ଟାରେ ୧ଲକ୍ଷ ୦୩ ହଜାର ୫୫୮ କରୋନା ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା୧ କୋଟି ୨୫ ଲକ୍ଷ ୮୯ ହଜାର ୦୬୭କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କରୋନା ନେଲା ୪୭୮ ଜୀବନ । ଏହାକୁ ମିଶାଇ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୫ ହଜାର ୧୦୧କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୭,୪୧,୮୩୦, ସୁସ୍ଥ- ୧,୧୬,୮୨,୧୩୬ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST