ନୂଆଦିଲ୍ଲୀ-୧୮.୦୫.୨୦୨୧, ଦେଶରେ କମିଲା ସଂକ୍ରମଣ । ଦେଶରେ ଦିନକରେ ୨ ଲକ୍ଷ ୬୩ ହଜାର ୫୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୨ କୋଟି ୫୨ ଲକ୍ଷ ୨୮ ହଜାର ୯୯୬କୁ ବୃଦ୍ଧି । ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ସର୍ବାଧିକ ୪ ହଜାର ୩୨୯ ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୭୮ ହଜାର ୭୧୯କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୩୩୫୩୭୬୫, ସମୁଦାୟ ସୁସ୍ଥ ସଂଖ୍ୟା ୨ କୋଟି ୧୫ ଲକ୍ଷ ୯୬,୫୧୨, ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।
ଶୁକ୍ରବାର ପରିବର୍ତ୍ତେ ଗୁରୁବାର ପ୍ରଫେଟ ମହମ୍ମଦଙ୍କ ଜୟନ୍ତୀ ପାଇଁ ଛୁଟି ଘୋଷଣାଏସୀୟ କ୍ରୀଡା: ଭାରତକୁ ଆଉ ଏକ ବ୍ରୋଞ୍ଜଆଜି ୪ଟା ଯାଏଁ ଗୃହ ମୁଲତବିକାନାଡ଼ା ପ୍ରତିରକ୍ଷା ମନ୍ତ୍ରୀଙ୍କ ବିବୃତ୍ତି, ଭାରତ ସହ ସମ୍ପର୍କ ଗୁରୁତ୍ଵପୂର୍ଣ୍ଣଘଡ଼ଘଡ଼ି ସହ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂଆଜିଠୁ ପୁଣି ଯାଞ୍ଚ ହେବ ଉତ୍କଳ ବିଶ୍ୱବିଦ୍ୟାଳୟର ନାକ୍ ମାନ୍ୟତାମୁଖ୍ୟମନ୍ତ୍ରୀଙ୍କ ବିବୃତି: ହେଲିକପ୍ଟର ବାବଦକୁ ସରକାର ଖର୍ଚ୍ଚ କରିଛନ୍ତି ୪୦ କୋଟିଅବପାତର ରୂପ ନେବ ଲଘୁଚାପ, ୨୪ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷାଏସୀୟ କ୍ରୀଡ଼ାରେ ବନ୍ଧୁକ ଚାଳନା ପ୍ରତିଯୋଗିତା; ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକଖୁଦୁରୁକୁଣୀ ଓଷାକୁ କେନ୍ଦ୍ର କରି ବୋମାମାଡ: ୩ ଗୁରୁତର