You are currently viewing ଦେଶରେ ଦିନକରେ ୪୫,୦୮୩ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଦିନକରେ ୪୫,୦୮୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ-୨୯.୦୮.୨୦୨୧, ଦେଶରେ ଦିନକରେ ୪୫ ହଜାର ୦୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ କରୋନା ଆକ୍ରାନ୍ତ ସଂଖ୍ୟା ୩ କୋଟି ୨୬ ଲକ୍ଷ ୯୫କୁ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ୪୬୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୭ ହଜାର ୮୩୦କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍୩ ଲକ୍ଷ ୬୮ ହଜାର ୫୫୮, ସୁସ୍ଥ- ୩ କୋଟି ୧୮ ଲକ୍ଷ ୮୮ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।