You are currently viewing ଦେଶରେ କରୋନା ନେଲା ୧୭୯ ଜଣଙ୍କ ଜୀବନ

ଦେଶରେ କରୋନା ନେଲା ୧୭୯ ଜଣଙ୍କ ଜୀବନ

ନୂଆଦିଲ୍ଲୀ,୨୮/୦୯: ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୮୭୯୫ ଜଣ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୪୭୩୭୩ରେ ପହଞ୍ଚିଛି । ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩୩୬୯୭୫୮୧ରେ ପହଞ୍ଚିଛି । ସକ୍ରିୟ ମାମଲା ୨୯୨୨୦୬ ଟି ରହିଥିବା ବେଳେ ୩୨୯୫୮୦୦୨ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।