You are currently viewing ଦେଶରେ କରୋନା ନେଲା ୧୮୧ ଜଣଙ୍କ ଜୀବନ

ଦେଶରେ କରୋନା ନେଲା ୧୮୧ ଜଣଙ୍କ ଜୀବନ

ନୂଆଦିଲ୍ଲୀ,୧୨/୧୦: ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪୩୧୩ ଜଣ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୦୯୬୩ରେ ପହଞ୍ଚିଛି । ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩୩୯୮୫୯୨୦ରେ ପହଞ୍ଚିଛି । ସକ୍ରିୟ ମାମଲା ୨୧୪୯୦୦ଟି ରହିଥିବା ବେଳେ ୩୩୩୨୦୦୫୭ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।