ନୂଆଦିଲ୍ଲୀ ୧୩/୦୧: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୪୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୮୦ ଜଣଙ୍କ ଜୀବନ ନେଇଛି ମହାମାରୀ । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨,୪୭,୪୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ୧୧,୧୭, ୫୩୧ ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ୮୪ ହଜାର ୮୨୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।ସେହିଭଳି ଦୈନିକ ପଜିଟିଭିଟି ହାର ୧୩.୧୧ ପ୍ରତିଶତ ରହିଛି ।
ଦେଶରେ କରୋନା ନେଲା ୩୮୦ ଜଣଙ୍କ ଜୀବନ
- Post published:January 13, 2022
- Post category:ଦେଶ-ବିଦେଶ
- Reading time:1 mins read