You are currently viewing ଦେଶରେ କରୋନା ନେଲା ୩୯୧ ଜଣଙ୍କ ଜୀବନ

ଦେଶରେ କରୋନା ନେଲା ୩୯୧ ଜଣଙ୍କ ଜୀବନ

ନୂଆଦିଲ୍ଲୀ ୦୩/୧୨: ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୯୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ  ୯୨୧୬ ଜଣ ସଂକ୍ରମିତ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ଏବେସୁଦ୍ଧା ଦେଶରେ ପ୍ରାୟ ୩୫ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସକ୍ରିୟ ମାମଲା ୯୯୯୭୬ ଟି ରହିଥିବା ବେଳେ ୩୪୦୪୫୬୬୬ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି । 

ଅନ୍ୟମାନଙ୍କୁ ଜଣାନ୍ତୁ।