You are currently viewing ଦେଶରେ କରୋନା ନେଲା ୪୦୨ ଜଣଙ୍କ ଜୀବନ

ଦେଶରେ କରୋନା ନେଲା ୪୦୨ ଜଣଙ୍କ ଜୀବନ

ନୂଆଦିଲ୍ଲୀ ୧୫/୦୧: ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୦୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨,୬୮,୮୩୩ ଜଣ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ମୋଟ କରୋନାଜିନତ ମୃତ୍ୟୁ ସଂଖ୍ୟା ୪,୮୫,୭୫୨ରେ ପହଞ୍ଚିଛି। ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୬୮,୫୦,୯୬୨ରେ ପହଞ୍ଚିଛି। ସକ୍ରିୟ ମାମଲା ୧୪,୧୭,୮୨୦ଟି ରହିଥିବା ବେଳେ ୩,୪୯,୪୭,୩୯୦ଜଣ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।