You are currently viewing ଦେଶରେ କରୋନା ନେଲା ୪୪୩ ଜଣଙ୍କ ଜୀବନ

ଦେଶରେ କରୋନା ନେଲା ୪୪୩ ଜଣଙ୍କ ଜୀବନ

ନୂଆଦିଲ୍ଲୀ,୨୫/୧୦: ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪୩୦୬ ଜଣ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୫୪,୭୧୨ରେ ପହଞ୍ଚିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩,୪୧,୮୯,୭୭୫ରେ ପହଞ୍ଚିଛି। ସକ୍ରିୟ ମାମଲା ୧,୬୭,୬୯୫ ଟି ରହିଥିବା ବେଳେ ୩,୩୫,୬୭,୩୬୭ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।