You are currently viewing ଦେଶରେ କରୋନା ନେଲା ୮୦୪ ଜଣଙ୍କ ଜୀବନ

ଦେଶରେ କରୋନା ନେଲା ୮୦୪ ଜଣଙ୍କ ଜୀବନ

ନୂଆଦିଲ୍ଲୀ ୧୨/୦୨: ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୦୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦,୪୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ କରୋନାଜିନତ ମୃତ୍ୟୁ ସଂଖ୍ୟା ୫,୦୭,୯୮୧ରେ ପହଞ୍ଚିଛି। ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୫,୮୬,୫୪୪ରେ ପହଞ୍ଚିଛି। ସକ୍ରିୟ ମାମଲା ୬,୧୦,୪୪୯ଟି ରହିଥିବା ବେଳେ ୪,୧୪,୬୮,୧୨୦ ଜଣ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।