ନୂଆଦିଲ୍ଲୀ-08.05.2021, କରୋନା ସଂକ୍ରମଣ ଦିନକୁ ଦିନ ଦେଶରେ ବଢିବାରେ ଲାଗିଛି । ପ୍ରତିଦିନ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କରୋନା ମହାମାରୀର ଏଭଳି ଗମ୍ଭୀର ସ୍ଥିତିକୁ ଦେଖି କୋଭିଡ ନୀତି ବଦଳାଇଲା କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ । ହସ୍ପିଟାଲରେ କୋଭିଡ ରୋଗୀଙ୍କ ଭର୍ତ୍ତି ହେବା ପାଇଁ ବଦଳିଲା ନିୟମ । କୋଭିଡ ହସ୍ପିଟାଲରେ ଭର୍ତ୍ତି ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ ନୁହେଁ । ପଜିଟିଭ ରିପୋର୍ଟ ନଥିଲେ ମଧ୍ଯ ସାମାନ୍ୟ ଲକ୍ଷଣ ଦେଖାଯାଉଥିଲେ ହସ୍ପିଟାଲରେ ଭର୍ତ୍ତି ହୋଇପାରିବେ । ରୋଗୀ ଯେକୌଣସି ଅଞ୍ଚଳର ହୋଇଥିଲେ ବି କୌଣସି ରୋଗୀଙ୍କୁ ସେବା ଦେବାକୁ ମନା କରିପାରିବେନି ହସ୍ପିଟାଲ । ନିର୍ଦ୍ଦିଷ୍ଟ ପ୍ରମାଣ ପତ୍ର ନଥିଲେ ମଧ୍ୟ ମିଳିବ ଚିକିତ୍ସା ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ