ସମ୍ବଲପୁର (29.4.23):ସମ୍ବଲପୁରର ଥାନା ଅଞ୍ଚଳରୁ ହଟିଲା କର୍ଫ୍ୟୁ । ୪ଟି ଥାନା ଅଞ୍ଚଳରୁ କର୍ଫ୍ୟୁକୁ ହଟାଇ ଦିଆଯାଇଛି । ଅଇଁଠାପାଲି, କ୍ଷେତରାଜପୁର, ବରେଇପାଲି ଓ ସଦର ଥାନା ଅଞ୍ଚଳରୁ କର୍ଫ୍ୟୁ ହଟିଛି । କର୍ଫ୍ୟୁ ହଟିବା ନେଇ ଏସପି ସୂଚନା ଦେଇଛନ୍ତି । ହିଂସା ପରେ ପ୍ରଶାସନ କର୍ଫ୍ୟୁ ଲାଗୁ କରିଥିଲା ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ