ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗତ ଏକ ମାସ ଧରି କରୋନା ମହାମାରୀରେ ପଡ଼ିତ ଥିଲେ । ଏବେ ସେ ସୁସ୍ଥ ହୋଇ ଫେରିଛନ୍ତି । ଫେରିବା ପରେ ଆଜିଠାରୁ କାର୍ଯ୍ୟରେ ଯୋଗଦେବେ ବୋଲି ଟ୍ୱିଟ କରି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ କେଜ୍ରିୱାଲ । ତାଛଡ଼ା ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ସ୍ୱାଗତ ଓ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଥାଉକି ଜୁନ୍ ୧୭ରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କୋଭିଡ଼ ରିପୋର୍ଟ ପଜେଟିଭ୍ ଆସିଥିଲା । ପରେ ତାଙ୍କ ଅବସ୍ଥା ଗୁରୁତର ହେବାକୁ ତାଙ୍କୁ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍