ନୂଆଦିଲ୍ଲୀ, ଫେବୃଆରୀରୁ ରେଳଯାତ୍ରୀଙ୍କ ପାଇଁ ପୁଣିଥରେ ଇ-କ୍ୟାଟେରିଂ ସେବା ଆରମ୍ଭ ହେବାକୁ ଯାଉଛି । ଯାତ୍ରୀମାନେ ପୁଣିଥରେ ନିଜ ମନ ପସନ୍ଦ ଖାଦ୍ୟ ଅର୍ଡର କରିପାରିବେ । ଏଥିପାଇଁ ଭାରତୀୟ ରେଳବାଇ ଏବଂ ପର୍ଯ୍ୟଟନ ନିଗମ ସମ୍ପୂର୍ଣ୍ଣ ପ୍ରସ୍ତୁତି କରିସାରିଛି । କରୋନା ପାଇଁ ଟ୍ରେନରେ ଖାଦ୍ୟପେୟ ବ୍ୟବସ୍ଥାକୁ ବନ୍ଦ କରାଯାଇଥିଲା । ଏବେ ପୁଣିଥରେ ଏହିସବୁ ସେବା ଆରମ୍ଭ ହେବାକୁ ଯାଉଛି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST