ମୁମ୍ବାଇ, ମହାରାଷ୍ଟ୍ରର ରତ୍ନଗିରିଠାରେ ଏକ କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ହୋଇଛି । ଯାହାଫଳରେ ୫ ଜଣଙ୍କ ମୃତ୍ୟୁ ଘଟିଛି । ସୂଚନା ଅନୁସାରେ, ବିସ୍ଫୋରଣ ସମୟରେ ଫ୍ୟାକ୍ଟ୍ରି ଭିତରେ ୫୦ ରୁ ଉର୍ଦ୍ଧ୍ୱ ଲୋକ ଫସି ରହିଥିଲେ । ତେବେ ଖବର ପାଇ ଅଗ୍ନିଶମ ବିଭାଗ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିଥିଲେ । ଉଦ୍ଧାର ପରେ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।
ତେବେ ସୂଚନା ମୁତାବକ, ଏହି ବିସ୍ଫୋରଣ ସକାଳ ୮.୩୦ ମିନିଟ ସମୟରେ ହୋଇଥିଲା । ତେବେ କିଛି ଯାନ୍ତ୍ରିକ ତ୍ରୁଟି କାରଣରୁ ବିସ୍ଫୋରଣ ହୋଇଥିବା ସନ୍ଦେହ କରାଯାଉଛି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST