You are currently viewing କୋଭିଡ଼ ହସ୍ପିଟାଲରେ ଅଗ୍ନିକାଣ୍ଡ, ୫ ମୃତ!

କୋଭିଡ଼ ହସ୍ପିଟାଲରେ ଅଗ୍ନିକାଣ୍ଡ, ୫ ମୃତ!

ନୂଆଦିଲ୍ଲୀ, ଗୁଜରାଟରେ ଥିବା ଶିବାନନ୍ଦ କୋଭିଡ଼ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି ଏବଂ ଏହି ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଅନେକ ଆହତ ହୋଇ ଚିକିତ୍ସା ମଧ୍ୟ ହେଉଛନ୍ତି । ମୃତକଙ୍କ ପରିବାରରୁ ୪ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ବିଜୟ ରୂପାନି । ଏ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖପ୍ରକାଶ କରି କହିଛନ୍ତି ଯେ, ଆହତମାନଙ୍କ ଚିକିତ୍ସା ନିମନ୍ତେ ସମସ୍ତ ସୁବିଧା ଯୋଗାଇ ଦିଆଯିବ ।

ଅନ୍ୟମାନଙ୍କୁ ଜଣାନ୍ତୁ।